Advertisment

ସତ ସାମ୍ନାକୁ ଆସିବ: କ୍ରାଇମବ୍ରାଞ୍ଚ ଏଡିଜି

ଏସିଏଫ୍ ସୌମ୍ୟରଂଜନ ମହାପାତ୍ର ରହସ୍ୟଜନକ ମୃତ୍ୟୁ ମାମଲାରେ ରହିଛି ଆହୁରି ଅନେକ ଅସମାହିତ ପ୍ରଶ୍ନ। ଯାହା ଆଜି ଯାଏଁ ଉନ୍ମୋଚନ ହୋଇପାରିନି। ଯାହାର ରହସ୍ୟଭେଦ କରିବା ପାଇଁ ପୂର୍ଣ୍ଣାଙ୍ଗ ତଦନ୍ତଭାର ନିଜ ହାତକୁ ନେଇଛି କ୍ରାଇମବ୍ରାଞ୍ଚ। ତାହେଲେ କଣ ଏହି ମାମଲାର ତଦନ୍ତରେ ରହିଥିଲା କି ପୋଲିସର ଢିଲାପଣ ? ଏବେ ଏଭଳି ପ୍ରଶ୍ନ ଉଠିଥିବାବେଳେ କ୍ରାଇମବ୍ରାଞ୍ଚ ଏଡିଜି ସଂଜୀବ ପଣ୍ଡା ମଧ୍ୟ ଟ୍ୱିଟ୍ କରି ସେଭଳି ଆଶଙ୍କା କରିବା ସହ ସତ ସାମ୍ନାକୁ ଆସିବ ବୋଲି କହିଛନ୍ତି

author-image
Pallipuspa Samal

Paralakhemundi Odisha ACFMurderCase
Advertisment
Advertisment