Vaccination for Pregnant Women
Advertisment
ରାଜ୍ୟରେ ଆଜିଠୁ ଆରମ୍ଭ ହେଲା ଗର୍ଭବତୀଙ୍କୁ ଟୀକାକରଣ । ଏନେଇ ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ । କୋୱିନ ଆପର ସାଇଟରେ ଗର୍ଭବତୀଙ୍କୁ ଚୀକାକରଣ ପାଇଁ ସ୍ୱତନ୍ତ୍ର ପଞ୍ଜୀକରଣ କରିପାରିବେ ।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us