Advertisment

ଓଡିଶା ଜଳ ବିବାଦର ହେବ ସମାଧାନ !

ଖୁବ ଶୀଘ୍ର ଓଡିଶାର ସମସ୍ତ ଜଳବିବାଦର୍ ସମାଧାନ ହେବ। କେନ୍ଦ୍ର ଜଳସମ୍ପଦ ରାଷ୍ଟ୍ରମନ୍ତ୍ରୀ ବିଶେଶ୍ୱର ଟୁଡୁ ଓଡିଶାରେ ପହଞ୍ଚି ବିଭିନ୍ନ୍ ଜଳବିଭାଗ ସହ ଆଲୋଚନା କରିଛନ୍ତି।

author-image
Sarbeswar
ଅଦ୍ୟତନ ହୋଇଛି

ଖୁବ ଶୀଘ୍ର ଓଡିଶାର ସମସ୍ତ ଜଳବିବାଦର୍ ସମାଧାନ ହେବ। କେନ୍ଦ୍ର ଜଳସମ୍ପଦ ରାଷ୍ଟ୍ରମନ୍ତ୍ରୀ ବିଶେଶ୍ୱର ଟୁଡୁ ଓଡିଶାରେ ପହଞ୍ଚି ବିଭିନ୍ନ୍ ଜଳବିଭାଗ ସହ ଆଲୋଚନା କରିଛନ୍ତି। ଜନ ଆର୍ଶୀବାଦ ଯାତ୍ରାରେ ସାମିଲ ହେବା ସହ ,୬ ଦିନିଆ ଓଡିଶା ଗସ୍ତରେ ରହିବେ କେନ୍ଦ୍ରମନ୍ତ୍ରୀ ବିଶେଶ୍ୱର ଟୁଡୁ।

Advertisment
Odisha Chhattisgarh Mahanadi Water Dispute
Advertisment
Advertisment