By: Prangyan Parimita
Last updated: 27 May 2023, 09:03 PM IST
ନୂଆଦିଲ୍ଲୀରେ ଅନୁଷ୍ଠିତ ନୀତି ଆୟୋଗର ଗୁରୁତ୍ବପୂର୍ଣ୍ଣ ବୈଠକରେ ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁପସ୍ଥିତିକୁ ନେଇ ଚର୍ଚ୍ଚା। ଦେଶର ଅନ୍ୟ ୧୦ ରାଜ୍ୟର ମୁଖ୍ୟମନ୍ତ୍ରୀ ମଧ୍ୟ ଏହି ବୈଠକରେ ସାମିଲ ହୋଇ ନାହାନ୍ତି ।