corona
ରାଜ୍ୟରେ ୨,୦୦୦ ତଳକୁ କମୁନି ଦୈନିକ କରୋନା ସଂକ୍ରମଣ। ରାଜ୍ୟରୁ ସବୁ ଅଞ୍ଚଳରୁ ସଂକ୍ରମଣ ହାର କମୁଥିଲେ ହେଁ ଏବେ କଟକ ଓ ଖୋର୍ଦ୍ଧା ଜିଲ୍ଲା ଚିନ୍ତା ବଢାଇଛି। ଆଜି ରାଜ୍ୟରୁ ୨,୦୭୦ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧,୧୯୫ ଜଣ କ୍ୱାରେଣ୍ଟିନରେ ଥିବାବେଳେ ୮୭୫ ଲୋକାଲ କେସ ଥିବା ରାଜ୍ୟ ସୂଚନ ଓ ଲୋକ ସମ୍ପର୍କ ବିଭାଗ ଟ୍ୱିଟରୁ ଜଣାଯାଇଛି। ତେବେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪୪୬ ପଜିଟିଭ ଚିହ୍ନଟ ହୋଇଥିବାବେଳେ କଟକରୁ ବାହାରିଛନ୍ତି ୩୧୯ ଜଣ ପଜିଟିଭ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)