Advertisment

ମିଶନ ଶକ୍ତି ମହିଳାଙ୍କ ପାଇଁ ୪୫୩.୫୦ କୋଟି ଟଙ୍କାର କୋଭିଡ ସହାୟତା

ମହିଳା ବିକାଶ ପାଇଁ ପୁଣି ଆଗେଇ ଆସିଲେ ନବୀନ ପଟ୍ଟନାୟକ। ରାଜ୍ୟ ମିଶନ ଶକ୍ତିର ମହିଳା ମାନଙ୍କ ପାଇଁ ୪୫୩.୫୦ କୋଟି ଟଙ୍କାର କୋଭିଡ ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ।

author-image
Sarbeswar

ମହିଳା ବିକାଶ ପାଇଁ ପୁଣି ଆଗେଇ ଆସିଲେ ନବୀନ ପଟ୍ଟନାୟକ। ରାଜ୍ୟ ମିଶନ ଶକ୍ତିର ମହିଳା ମାନଙ୍କ ପାଇଁ ୪୫୩.୫୦ କୋଟି ଟଙ୍କାର କୋଭିଡ ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ଏହି ଘୋଷଣା ଅନୁଯାୟୀ ରାଜ୍ୟର ୩୩୮ଟି ବ୍ଲକସ୍ତରୀୟ ମିଶନ ଶକ୍ତି ମହାସଂଘର ନିଜସ୍ୱ ଘର ମିଶନ ଶକ୍ତି ଭବନ ନିର୍ମାଣ ପାଇଁ ୫୦ ଲକ୍ଷ ଟଙ୍କା ଲେଖାଏଁ ୧୬୯ କୋଟି ଟଙ୍କା ପ୍ରଦାନ କରାଯିବ ।

Advertisment
Odisha CM Naveen Patnaik
Advertisment
Advertisment