Dr Bijay Mohapatra
ରାଜ୍ୟରେ କରୋନା ସ୍ଥିତି ନେଇ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛନ୍ତି। ତୃତୀୟ ଲହର ପାଇଁ ଆମେ ପ୍ରସ୍ତୁତ ଅଛୁ, ଆକ୍ସନ ପ୍ଲାନ ପ୍ରସ୍ତୁତ କରାଯାଉଛି ବୋଲି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର କହିଛନ୍ତି । ପଜିଟିଭ ବଢୁଥିବା ଜିଲ୍ଲାରେ ସଂକ୍ରମଣ ଏବେ ପ୍ଳାଟୋ ଷ୍ଟେଜରେ ଅଛି। ସେସବୁ ଜିଲ୍ଲାକୁ ଅଧିକ ଫୋକସ କରାଯିବା ସହ ସର୍ଭେଲାନ୍ସ ତ୍ୱରାନ୍ୱିତ କରାଯାଉଛି ବୋଲି ସେ କହିଛନ୍ତି ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)