Advertisment

ଜୁଲାଇ ୨୬ରୁ ଖୋଲିବ ସ୍କୁଲ

ଜୁଲାଇ ୨୬ରୁ ଖୋଲିବ ସ୍କୁଲ। ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ସ୍କୁଲ ଖୋଲିବାକୁ ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର। ଏ ନେଇ ପ୍ରେସମିଟରେ ସୂଚନା ଦେଇଛନ୍ତି ଗଣଶିକ୍ଷା ସଚିବ ସତ୍ୟବ୍ରତ ସାହୁ ।

author-image
Sarbeswar

ଜୁଲାଇ ୨୬ରୁ ଖୋଲିବ ସ୍କୁଲ। ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ସ୍କୁଲ ଖୋଲିବାକୁ ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର। ଏ ନେଇ ପ୍ରେସମିଟରେ ସୂଚନା ଦେଇଛନ୍ତି  ଗଣଶିକ୍ଷା ସଚିବ ସତ୍ୟବ୍ରତ ସାହୁ ।  ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ସ୍କୁଲ ଖୋଲିବାକୁ ନିଷ୍ପତ୍ତି ନେଇଛନ୍ତି। ଜୁଲାଇ ୨୬ ସୋମବାର ଠାରୁ ଦଶମ, ଦ୍ୱାଦଶ ଶ୍ରେଣୀ ଖୋଲିବ। ଏହା ସମସ୍ତ ସରକାରୀ ଏବଂ ବେସରକାରୀ ବିଦ୍ୟାଳୟ ପାଇଁ ଏହା ପ୍ରଯୁଜ୍ୟ।

Advertisment
Odisha Odisha School Opening
Advertisment
Advertisment