school open
Advertisment
ଜୁଲାଇ ୨୬ରୁ ଖୋଲିବ ସ୍କୁଲ। ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ସ୍କୁଲ ଖୋଲିବାକୁ ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର। ଏ ନେଇ ପ୍ରେସମିଟରେ ସୂଚନା ଦେଇଛନ୍ତି ଗଣଶିକ୍ଷା ସଚିବ ସତ୍ୟବ୍ରତ ସାହୁ । ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ସ୍କୁଲ ଖୋଲିବାକୁ ନିଷ୍ପତ୍ତି ନେଇଛନ୍ତି। ଜୁଲାଇ ୨୬ ସୋମବାର ଠାରୁ ଦଶମ, ଦ୍ୱାଦଶ ଶ୍ରେଣୀ ଖୋଲିବ। ଏହା ସମସ୍ତ ସରକାରୀ ଏବଂ ବେସରକାରୀ ବିଦ୍ୟାଳୟ ପାଇଁ ଏହା ପ୍ରଯୁଜ୍ୟ।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us