Advertisment

ଆଜି ରସଗୋଲା ଦିବସ

ଆଜି ରସଗୋଲା ଦିବସ । ଓଡ଼ିଆ ରସଗୋଲାର ପ୍ରଚାର ଓ ପ୍ରସାର ପାଇଁ ସ୍ୱତନ୍ତ୍ର ଦିନ । ଶ୍ରୀମନ୍ଦିର ପରମ୍ପରା ସହିତ ଜଡ଼ିତ ରହିଛି ଏହି ରସଗୋଲା । ନିଳାଦ୍ରୀବିଜେ ଅବସରରେ ରାଗ ଜର୍ଜରିତ ଅଭିମାନୀନି ମା' ଲକ୍ଷ୍ମୀଙ୍କୁ ରସଗୋଲା ଖୁଆଇ ମାନଭଞ୍ଜନ କରିଥାନ୍ତି ।

ଅଦ୍ୟତନ ହୋଇଛି
Advertisment

ଆଜି ରସଗୋଲା ଦିବସ । ଓଡ଼ିଆ ରସଗୋଲାର ପ୍ରଚାର ଓ ପ୍ରସାର ପାଇଁ ସ୍ୱତନ୍ତ୍ର ଦିନ । ଶ୍ରୀମନ୍ଦିର ପରମ୍ପରା ସହିତ ଜଡ଼ିତ ରହିଛି ଏହି ରସଗୋଲା । ନିଳାଦ୍ରୀବିଜେ ଅବସରରେ ରାଗ ଜର୍ଜରିତ ଅଭିମାନୀନି ମା' ଲକ୍ଷ୍ମୀଙ୍କୁ ରସଗୋଲା ଖୁଆଇ ମାନଭଞ୍ଜନ କରିଥାନ୍ତି ମହାପ୍ରଭୁ । ଏହି ପରମ୍ପରା ଅନୁଯାୟୀ ଓଡ଼ିଶାର ରସଗୋଲାକୁ ପ୍ରଚାର ପ୍ରସାର ପାଇଁ ଆଜିର ଦିନକୁ ରସଗୋଲା ଦିବସ ଭାବେ ପାଳନ କରାଯାଏ । ଏହି ଅବସରରେ ପୁରୀ ବେଳାଭୂମିରେ ବାଲୁକା କଳା ମାଧ୍ୟମରେ ରସଗୋଲା ଦିବସର ଶୁଭେଚ୍ଛା ଜଣାଇଛନ୍ତି ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ।  

Advertisment
Odisha Puri Niladri Bije
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ