By: Prangyan Parimita
Last updated: 02 September 2021, 10:56 AM IST
ଇ-ଭେଇକିଲ ନୀତି ୨୦୨୧କୁ ନେଇ ପ୍ରକାଶ ପାଇଲା ବିଜ୍ଞପ୍ତି। ରାଜ୍ୟ ପରିବହନ ବିଭାଗ ତରଫରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ। ଗତ ସପ୍ତାହରେ ଇ ଭେଇକିଲ ନୀତିକୁ ମିଳିଥିଲା କ୍ୟାବିନେଟ ମଞ୍ଜୁରୀ।