corona death
ରାଜ୍ୟରେ ପୁଣି ୧୧ଶହ ଉପରକୁ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଅଗଷ୍ଟ ୧୩ର ରିପୋର୍ଟ ଅନୁସାରେ, ରାଜ୍ୟରେ ୧୧୩୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କ୍ୱାରେଣ୍ଟିନ୍ରୁ ୬୫୭ ଚିହ୍ନଟ ହୋଇଥିବା ବେଳେ ଲୋକାଲ୍ କେସ୍ ୪୭୫ ରହିଛି। ଖୋର୍ଦ୍ଧାରୁ ସର୍ବାଧିକ ୪୧୦ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କଟକରୁ ୧୯୭ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଅଗଷ୍ଟ ୧୨ର ରିପୋର୍ଟ ଅନୁସାରେ, ରାଜ୍ୟରେ ୧୧୯୩ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। କ୍ୱାରେଣ୍ଟିନ୍ରୁ ୬୯୫ ଚିହ୍ନଟ ହୋଇଥିବା ବେଳେ ଲୋକାଲ୍ କେସ୍ ୪୯୮ ଥିଲା।ସେହିପରି ରାଜ୍ୟରେ ଆଉ ୬୬ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)