Covid-19 Cases
ରାଜ୍ୟରେ ୨୪ ଘଣ୍ଟାରେ ୬୮୧ ସଂକ୍ରମିତ ଚିହ୍ନଟ। ଆଜି ଚିହ୍ନଟଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ବର୍ଗର ୧୧୮ ଆକ୍ରାନ୍ତ ଚିହ୍ନଟ। ଚିହ୍ନଟଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ବର୍ଗର ୧୧୮ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ତଥ୍ୟରୁ ଜଣାଯାଇଛି । ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟିନରୁ ୩୯୮ଜଣ ଥିବାବେଳେ ଲୋକାଲ କେସ୍ ୨୮୩ ରହିଛି। ସେହିପରି ରାଜ୍ୟରେ ଆଉ ୫ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮,୦୪୦କୁ ବୃଦ୍ଧି ପାଇଛି।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)