ଅଦ୍ୟତନ ହୋଇଛି
covid 19
Advertisment
ରାଜ୍ୟରେ ଧୀରେ ଧୀରେ ହ୍ରାସ ପାଉଛି ସଂକ୍ରମଣ । ଆଜି ପୁଣି ୭୩୪ ପଜିଟିଭ ଚିହ୍ନଟ ହୋଇଛନ୍ତି । ଚିହ୍ନଟଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ବର୍ଗର ଆକ୍ରାନ୍ତ ଅଛନ୍ତି ୧୦୧ ଜଣ । ଖୋର୍ଦ୍ଧାରୁ ସର୍ବାଧିକ ୩୩୫ ଚିହ୍ନଟ ହୋଇଥିବା ଷ୍ଟେଟପୁଲରୁ ୮୧ ଚିହ୍ନଟ ହୋଇଛନ୍ତି । ନୂତନ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟିନରୁ ୪୨୪ ଓ ଲୋକାଲ କେସ୍- ୩୧୦ ଚିହ୍ନଟ ହୋଇଛନ୍ତି । ଏଥିସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୧ ହଜାର ୯୫୦କୁ ବୃଦ୍ଧି ପାଇଛି ।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us