ACF Soumya
ବହୁ ଚର୍ଚ୍ଚିତ ପାରଳାଖେମୁଣ୍ଡି ଯୁବ ACF ସୌମ୍ୟରଂଜନ ମହାପାତ୍ରଙ୍କ ରହସ୍ୟଜନକ ମୃତ୍ୟୁ ମାମଲାର ତଦନ୍ତକୁ ପୁଣି ଜୋରଦାର କରଛି କ୍ରାଇମବ୍ରାଞ୍ଚ। କ୍ରାଇମବ୍ରାଞ୍ଚ ଟିମ୍ ବାଲେଶ୍ୱର ଖଇରା ସ୍ଥିତ ସୌମ୍ୟଙ୍କ ବାସଭବନରେ ପହଞ୍ଚିଛି । କ୍ରାଇମ ବ୍ରାଞ୍ଚର ୪ ଜଣିଆ ଟିମ୍ ସୌମ୍ୟଙ୍କ ପରିବାର ଲୋକଙ୍କ ବୟାନ ରେକର୍ଡ କରୁଛି ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)