Advertisment

ସୌମ୍ୟଙ୍କ ବାସଭବନରେ ପହଞ୍ଚିଲା କ୍ରାଇମବ୍ରାଞ୍ଚ ଟିମ

ବହୁ ଚର୍ଚ୍ଚିତ ପାରଳାଖେମୁଣ୍ଡି ଯୁବ ACF ସୌମ୍ୟରଂଜନ ମହାପାତ୍ରଙ୍କ ରହସ୍ୟଜନକ ମୃତ୍ୟୁ ମାମଲାର ତଦନ୍ତକୁ ପୁଣି ଜୋରଦାର କରଛି କ୍ରାଇମବ୍ରାଞ୍ଚ। କ୍ରାଇମବ୍ରାଞ୍ଚ ଟିମ୍‌ ବାଲେଶ୍ୱର ଖଇରା ସ୍ଥିତ ସୌମ୍ୟଙ୍କ ବାସଭବନରେ ପହଞ୍ଚିଛି ।

ଅଦ୍ୟତନ ହୋଇଛି
Advertisment

ବହୁ ଚର୍ଚ୍ଚିତ ପାରଳାଖେମୁଣ୍ଡି ଯୁବ ACF ସୌମ୍ୟରଂଜନ ମହାପାତ୍ରଙ୍କ ରହସ୍ୟଜନକ ମୃତ୍ୟୁ ମାମଲାର ତଦନ୍ତକୁ ପୁଣି ଜୋରଦାର କରଛି କ୍ରାଇମବ୍ରାଞ୍ଚ।  କ୍ରାଇମବ୍ରାଞ୍ଚ ଟିମ୍‌ ବାଲେଶ୍ୱର ଖଇରା ସ୍ଥିତ ସୌମ୍ୟଙ୍କ ବାସଭବନରେ ପହଞ୍ଚିଛି । କ୍ରାଇମ ବ୍ରାଞ୍ଚର ୪ ଜଣିଆ ଟିମ୍ ସୌମ୍ୟଙ୍କ ପରିବାର ଲୋକଙ୍କ ବୟାନ ରେକର୍ଡ କରୁଛି ।

Advertisment
Odisha Paralakhemundi Death ACF Death
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ