Advertisment

ସୌମ୍ୟରଂଜନ ମୃତ୍ୟୁ ମାମଲା,ଗେଟ୍ ଜଗୁଆଳି ଏବଂ ରୋଷେୟାଙ୍କୁ ଜେରା

ବହୁ ଚର୍ଚ୍ଚିତ ପାରଳାଖେମୁଣ୍ଡି ACF ସୌମ୍ୟରଂଜନ ମହାପାତ୍ରଙ୍କ ମୃତ୍ୟୁ ମାମଲାରେ କ୍ରାଇମବ୍ରାଞ୍ଚ ଆଜି ପୁଣି ମାରାଥନ ଜେରା କରିଛି। ଆଜି ଡିଏଫ୍ଓ କାର୍ଯ୍ୟାଳୟ ଅଫିସ୍ ଗେଟ୍ ଜଗୁଆଳି ଏବଂ ଡିଏଫ୍ଓଙ୍କ ଘରେ ଥିବା ରୋଷେୟାଙ୍କୁ ଜେରା କରୁଛି କ୍ରାଇମବ୍ରାଞ୍ଚ। ଏହାସହ ବନବିଭାଗର ଦୁଇ କର୍ମଚାରୀ ସନ୍ତୋଷ କୁମାର ବିଶ୍ୱାଳ ଏବଂ ଅଜୟ କୁମାର ବେହେରାଙ୍କୁ ଜେରା କରୁଛି କ୍ରାଇମବ୍ରାଞ୍ଚ ।

Paralakhemundi Paralakhemundi ACF Death Odisha
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ