Advertisment

ବନ ସଂରକ୍ଷକଙ୍କ ମୃତ୍ୟୁ ମାମଲା, ୩ ଜଣଙ୍କ ବିରୋଧରେ ହତ୍ୟା ମାମଲା ରୁଜୁ

ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ସହକାରୀ ବନ ସଂରକ୍ଷକ ସୌମ୍ୟରଞ୍ଜନ ମହାପାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣାରେ ନୂଆ ମୋଡ଼ ଆସିଛି। ମୃତ ସୌମ୍ୟରଞ୍ଜନଙ୍କ ବାପାଙ୍କ ଅଭିଯୋଗ ପରେ ୩ ଜଣଙ୍କ ବିରୋଧରେ ପାରଳାଖେମୁଣ୍ଡି ପୋଲିସ୍‌ ହତ୍ୟା ମାମଲା ରୁଜୁ କରିଛି।

Advertisment

ପାରଳାଖେମୁଣ୍ଡି ସହକାରୀ ବନ ସଂରକ୍ଷକ ସୌମ୍ୟରଞ୍ଜନ ମହାପାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣାରେ ନୂଆ ମୋଡ଼ ଆସିଛି। ମୃତ ସୌମ୍ୟରଞ୍ଜନଙ୍କ ବାପାଙ୍କ ଅଭିଯୋଗ ପରେ ୩ ଜଣଙ୍କ ବିରୋଧରେ ପାରଳାଖେମୁଣ୍ଡି ପୋଲିସ୍‌ ହତ୍ୟା ମାମଲା ରୁଜୁ କରିଛି। ଏହି ତିନି ଅଭିଯୁକ୍ତଙ୍କ ମଧ୍ୟରେ ମୃତ ସୌମ୍ୟରଞ୍ଜନଙ୍କ ପତ୍ନୀ ବିଦ୍ୟାଭାରତୀ, DFO ସଂଗ୍ରାମ ବେହେରା ଓ ରୋଷେୟା ଅଛନ୍ତି। ଏହି ୩ ଜଣଙ୍କ ବିରୋଧରେ ୩୦୨, ୧୨୦ ବି ଦଫାରେ ପୋଲିସ ମାମଲା ରୁଜୁ କରିଛି

Advertisment
Odisha Paralakhemundi Death
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ