Advertisment

ACF ସୌମ୍ୟରଞ୍ଜନଙ୍କ ମୃତ୍ୟୁ ପଛର ସତ କଣ ?

ACF ସୌମ୍ୟରଞ୍ଜନଙ୍କ ମୃତ୍ୟୁ ପଛର ସତ କଣ ? କେମିତି ନିଆଁ ଲାଗି ଜଳିଗଲେ ଏହି ଯୁବ ଅଫିସର୍ ? ଏହା ଆକସ୍ମିକ ଦୁର୍ଘଟଣା ନା ହତ୍ୟା ପାଇଁ ହୋଇଥିଲା ସୁଚିନ୍ତିତ ଷଡ଼ଯନ୍ତ୍ର ? ଏନେଇ ତନାଘନା ଚାଲିଥିବା ବେଳେ ସୌମ୍ୟରଞ୍ଜନଙ୍କ ମା’ ଚାଞ୍ଚଲ୍ୟକର ଖୁଲାସା କରିଛନ୍ତି।

ଅଦ୍ୟତନ ହୋଇଛି
Advertisment

ACF ସୌମ୍ୟରଞ୍ଜନଙ୍କ ମୃତ୍ୟୁ ଘଟଣାରେ ନୂଆ ମୋଡ଼ । ସୌମ୍ୟଙ୍କ ମା’ ଚାଞ୍ଚଲ୍ୟକର ଖୁଲାସା କରିଛନ୍ତି। ସୌମ୍ୟଙ୍କ ମା’ କହିଛନ୍ତି, ‘ଦିନେ ରାତିରେ ପୁଅ-ବୋହୂଙ୍କ ମଧ୍ୟରେ ପାଟିତୁଣ୍ଡ ହୋଇଥିଲା। ଏହାପରେ ବୋହୂ ଶଙ୍ଖା ଭାଙ୍ଗି, ମୁଣ୍ଡରୁ ସିନ୍ଦୂର ପୋଛି ରାତିରେ କେଉଁ ଆଡ଼େ ପଳାଇଥିଲା। ପୁଅ ଖୋଜାଖୋଜି କରିବା ପରେ ଡିଏଫ୍ଓଙ୍କ ଘରେ ବୋହୂକୁ ଦେଖିଥିଲା। ଏଥିପାଇଁ ପୁଅ ମୃତ୍ୟୁ ପଛରେ DFOଙ୍କ ହାତ ଥିବା ମୁଁ ସନ୍ଦେହ କରୁଛି।’ସୌମ୍ୟଙ୍କ ମା’ ଆହୁରି କହିଛନ୍ତି, ‘ବୋହୂର ଖରାପ ଚରିତ୍ର। ମୋ ପୁଅ ସହ ତା’ର ସମ୍ପର୍କ ନଥିଲା। ବର୍ଷକ ପର୍ଯ୍ୟନ୍ତ କୌଣସି ସମ୍ପର୍କ ରହିବ ନାହିଁ ବୋଲି ବାହାଘର ପରେ ଉଭୟଙ୍କ ଏଗ୍ରିମେଣ୍ଟ ହୋଇଥିଲା। 

Advertisment
Paralakhemundi Paralakhemundi ACF Death Odisha
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ