ସମଗ୍ର ଘଟଣାର ପୁଙ୍ଖାନୁପୁଙ୍ଖ ତଦନ୍ତ ହେଉ ବୋଲି ମୃତ ସୌମ୍ୟଙ୍କ ବାପା ଦାବି କରିଛନ୍ତି। ଏଥିସହ ଗୁରୁତର ସୌମ୍ୟଙ୍କୁ ବ୍ରହ୍ମପୁର ପରିବର୍ତ୍ତେ କଟକ କାହିଁକି ନିଆଗଲା ବୋଲି ସେ ପ୍ରଶ୍ନ କରିଛନ୍ତି। ଖାଲି ସେତିକି ନୁହେଁ ବାଟରେ ଫରେଷ୍ଟ ଅଫିସ୍ ଆଗରେ ଆମ୍ବୁଲାନ୍ସ ଅଟକିବା ନେଇ ମଧ୍ୟ ସେ ପ୍ରଶ୍ନ ଉଠାଇଛନ୍ତି। ଘଟଣା ପଛରେ ସେ ଗଜପତିର ଜଣେ ମହିଳା ଇନ୍ସପେକ୍ଟରଙ୍କ ହାତ ରହିଥିବା ଅଭିଯୋଗ କରିଛନ୍ତି।
Published: Sarbeswar
Last updated: 19 July 2021, 03:48 PM IST
ମୋ ସାଇକେଲ ପ୍ରସଙ୍ଗରେ ରାଜ୍ୟ ସରକାରଙ୍କୁ ଘେରିଛି ବିଜେପି । ମୋ ସାଇକେଲ ଗୁଡିକ ଏବେ ଖତ ଖାଉଥିବା ବେଳେ ୨୫ ହଜାର ଟଙ୍କାର ସାଇକେଲ ଏବେ ୫୦୦ ଟଙ୍କାରେ ବିକ୍ରୀ ହେଉଥିବା ବିଜେପି ଅଭିଯୋଗ କରିଛି ।