Advertisment

ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା,ସାଂଘାତିକ ଅଭିଯୋଗ ଆଣିଲେ ସୌମ୍ୟଙ୍କ ବାପା

ପାରଳାଖେମୁଣ୍ଡି ଏସିଏଫ୍ ସୌମ୍ୟ ରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ମାମଲାରେ ଭିନ୍ନ ଭିନ୍ନ ତଥ୍ୟ ସାମ୍ନାକୁ ଆସୁଛି। ସମଗ୍ର ଘଟଣାର ପୁଙ୍ଖାନୁପୁଙ୍ଖ ତଦନ୍ତ ହେଉ ବୋଲି ମୃତ ସୌମ୍ୟଙ୍କ ବାପା ଦାବି କରିଛନ୍ତି।

ଅଦ୍ୟତନ ହୋଇଛି
Advertisment

ସମଗ୍ର ଘଟଣାର ପୁଙ୍ଖାନୁପୁଙ୍ଖ ତଦନ୍ତ ହେଉ ବୋଲି ମୃତ ସୌମ୍ୟଙ୍କ ବାପା ଦାବି କରିଛନ୍ତି। ଏଥିସହ ଗୁରୁତର ସୌମ୍ୟଙ୍କୁ ବ୍ରହ୍ମପୁର ପରିବର୍ତ୍ତେ କଟକ କାହିଁକି ନିଆଗଲା ବୋଲି ସେ ପ୍ରଶ୍ନ କରିଛନ୍ତି। ଖାଲି ସେତିକି ନୁହେଁ ବାଟରେ ଫରେଷ୍ଟ ଅଫିସ୍ ଆଗରେ ଆମ୍ବୁଲାନ୍ସ ଅଟକିବା ନେଇ ମଧ୍ୟ ସେ ପ୍ରଶ୍ନ ଉଠାଇଛନ୍ତି। ଘଟଣା ପଛରେ ସେ ଗଜପତିର ଜଣେ ମହିଳା ଇନ୍ସପେକ୍ଟରଙ୍କ ହାତ ରହିଥିବା  ଅଭିଯୋଗ କରିଛନ୍ତି।

Advertisment
Paralakhemundi Death Odisha
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ