Advertisment

ACF ମୃତ୍ୟୁ ମାମଲା,ଆମ୍ବୁଲାନ୍ସ ଡ୍ରାଇଭର ଦେଲେ ବଡ ବୟାନ

ACF ସୌମ୍ୟ ରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ମାମଲା ଦିନକୁ ଦିନ ଘନଉଛି। ତଦନ୍ତ ଯେତିକି ଆଗଉଛି, ଘଟଣାର ସେତିକି ନୂଆ ନୂଆ ଦିଗ ସାମ୍ନାକୁ ଆସିଛି। ସୌମ୍ୟରଞ୍ଜନଙ୍କୁ କଟକ ନେଇ ଯାଉଥିବା ଆମ୍ବୁଲାନ୍ସ ଫରେଷ୍ଟ ଛକରେ କାହିଁକି ଓ କାହା ନିର୍ଦ୍ଦେଶରେ ଅଟକିଥିଲା ତାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଥିବାବେଳେ ଗତକାଲି ରାତିରେ ଏହାର ଖୁଲାସା କରିଛନ୍ତି ଆମ୍ବୁଲାନ୍ସ ଡ୍ରାଇଭର ଦୟାନିଧି ସାଗର।

Advertisment

ACF ସୌମ୍ୟ ରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ମାମଲା ଦିନକୁ ଦିନ ଘନଉଛି। ତଦନ୍ତ ଯେତିକି ଆଗଉଛି, ଘଟଣାର ସେତିକି ନୂଆ ନୂଆ ଦିଗ ସାମ୍ନାକୁ ଆସିଛି। ସୌମ୍ୟରଞ୍ଜନଙ୍କୁ କଟକ ନେଇ ଯାଉଥିବା ଆମ୍ବୁଲାନ୍ସ ଫରେଷ୍ଟ ଛକରେ କାହିଁକି ଓ କାହା ନିର୍ଦ୍ଦେଶରେ ଅଟକିଥିଲା ତାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଥିବାବେଳେ ଗତକାଲି ରାତିରେ ଏହାର ଖୁଲାସା କରିଛନ୍ତି ଆମ୍ବୁଲାନ୍ସ ଡ୍ରାଇଭର ଦୟାନିଧି ସାଗର । ଜେରା ବେଳେ ଡ୍ରାଇଭର କହିଛନ୍ତି, ଘଟଣା ଦିନ ମେଡିକାଲ ବାହାରୁ ବାହାରୁ ସଢ଼େ ୧୧ରୁ ୧୨ଟା ହୋଇ ଯାଇଥିଲା। ଫରେଷ୍ଟ ଗେଟ୍ ପାଖରେ ୧୦ରୁ ୧୫ ମିନିଟ ଆମ୍ବୁଲାନ୍ସ ଅଟକି ଥିଲା। ପେସେଣ୍ଟ ସହ କେହି ନ ଥିବାରୁ ଆମ୍ବୁଲାନ୍ସ ଅଟକିଥିଲା। ଫରେଷ୍ଟ ଗେଟ୍ ପାଖରେ ରହିବାକୁ ଜଣେ ମ୍ୟାଡାମ କହିଥିଲେ। ଅଟକିବାକୁ କହିଥିବା ମ୍ୟାଡମ ପୋଲିସ ଡ୍ରେସରେ ଥିଲେ।

Advertisment
Odisha Paralakhemundi Paralakhemundi ACF Death
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ