ACF death
ACF ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁକୁ ନେଇ ବଢୁଛି ସସ୍ପେନ୍ସ। ସୌମ୍ୟଙ୍କ ମୃତ୍ୟୁକୁ ନେଇ ଭିନ୍ନ ଭିନ୍ନ ତଥ୍ୟ ଆସୁଥିବାବେଳେ ଘଟଣା ଉପରେ ମୁହଁ ଖୋଲିଛନ୍ତି ବିଦ୍ୟାଭାରତୀ । ସୋମ୍ୟରଞ୍ଜନଙ୍କ ଅନ୍ୟ ଝିଅଙ୍କ ସହ ସଂପର୍କ ଥିବା ନେଇ ବିଦ୍ୟାଭାରତୀ ଅଭିଯୋଗ କରିଥିଲେ । ତେବେ ବିଦ୍ୟାଙ୍କ ସମସ୍ତ ଅଭିଯୋଗକୁ ଖଣ୍ଡନ କରିଛନ୍ତି ସୋମ୍ୟରଞ୍ଜନଙ୍କ ମାଆ ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)