Advertisment

ବିଦ୍ୟାଭାରତୀଙ୍କ ଅଭିଯୋଗକୁ ଖଣ୍ଡନ କଲେ ସୋମ୍ୟଙ୍କ ମା'

ACF ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁକୁ ନେଇ ବଢୁଛି ସସ୍‌ପେନ୍ସ। ସୌମ୍ୟଙ୍କ ମୃତ୍ୟୁକୁ ନେଇ ଭିନ୍ନ ଭିନ୍ନ ତଥ୍ୟ ଆସୁଥିବାବେଳେ ଘଟଣା ଉପରେ ମୁହଁ ଖୋଲିଛନ୍ତି ବିଦ୍ୟାଭାରତୀ ।

Advertisment

ACF ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁକୁ ନେଇ ବଢୁଛି ସସ୍‌ପେନ୍ସ। ସୌମ୍ୟଙ୍କ ମୃତ୍ୟୁକୁ ନେଇ ଭିନ୍ନ ଭିନ୍ନ ତଥ୍ୟ ଆସୁଥିବାବେଳେ ଘଟଣା ଉପରେ ମୁହଁ ଖୋଲିଛନ୍ତି ବିଦ୍ୟାଭାରତୀ । ସୋମ୍ୟରଞ୍ଜନଙ୍କ ଅନ୍ୟ ଝିଅଙ୍କ ସହ ସଂପର୍କ ଥିବା ନେଇ ବିଦ୍ୟାଭାରତୀ ଅଭିଯୋଗ କରିଥିଲେ ।  ତେବେ ବିଦ୍ୟାଙ୍କ ସମସ୍ତ ଅଭିଯୋଗକୁ ଖଣ୍ଡନ କରିଛନ୍ତି ସୋମ୍ୟରଞ୍ଜନଙ୍କ ମାଆ । 

Advertisment
Odisha Paralakhemundi Paralakhemundi ACF Death
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ