Advertisment

ଖୁଆଇଲେ ଖାଉଛନ୍ତି, ଟେକିକି ନେଲେ ଯାଉଛନ୍ତି

ଭିନ୍ନକ୍ଷମ ପୁଅ ନାମରେ ରାସନ କାର୍ଡ ଟିଏ କରିବା ପାଇଁ ହନ୍ତସନ୍ତ ବାପା ମା l ଶୁଣୁ ନାହିଁ ପ୍ରଶାସନ l ଏ ଚିତ୍ର ହେଉଛି ମୟୁରଭଞ୍ଜ ଜିଲ୍ଲା ବହଳଦା ବ୍ଳକ ବାସିଙ୍ଗି ଗ୍ରାମର l ଗ୍ରାମର ବିରଞ୍ଚି ନାରାୟଣ ମହାନ୍ତ ଚାଷ କାମ ଓ କ୍ଷୀର ବେପାର କରି ପରିବାର ଚଳାନ୍ତି l ଘରେ ସ୍ତ୍ରୀ ସହିତ ତିନି ପୁଅ l ବଡ ପୁଅ ଅବିନାଶ ମହାନ୍ତ ଜନ୍ମରୁ ସମ୍ପୂର୍ଣ୍ଣ ଭିନ୍ନକ୍ଷମ l ବୟସ ଆସି ତେତିଶ (33) ଛୁଇଁଲାଣି l ହେଲେ ଦୁର୍ଭାଗ୍ୟର ବିଷୟ, ଭିନ୍ନକ୍ଷମ ପ୍ରମାଣପତ୍ର ଥାଇ ମଧ୍ୟ ଚାଉଳ ପାଇବାରୁ ବଞ୍ଚିତ ହୋଇଛନ୍ତି ଅବିନାଶ l ପୁଅର ଚାଉଳ କାର୍ଡ ଟିକକ ପାଇଁ ହନ୍ତସନ୍ତ ହେଉଛନ୍ତି ବାପା ମା l

Advertisment

ଭିନ୍ନକ୍ଷମ ପୁଅ ନାମରେ ରାସନ କାର୍ଡ ଟିଏ କରିବା ପାଇଁ ହନ୍ତସନ୍ତ ବାପା ମା l ଶୁଣୁ ନାହିଁ ପ୍ରଶାସନ l ଏ ଚିତ୍ର ହେଉଛି ମୟୁରଭଞ୍ଜ ଜିଲ୍ଲା ବହଳଦା ବ୍ଳକ ବାସିଙ୍ଗି ଗ୍ରାମର l ଗ୍ରାମର ବିରଞ୍ଚି ନାରାୟଣ ମହାନ୍ତ ଚାଷ କାମ ଓ କ୍ଷୀର ବେପାର କରି ପରିବାର ଚଳାନ୍ତି l ଘରେ ସ୍ତ୍ରୀ ସହିତ ତିନି ପୁଅ l ବଡ ପୁଅ ଅବିନାଶ ମହାନ୍ତ ଜନ୍ମରୁ ସମ୍ପୂର୍ଣ୍ଣ ଭିନ୍ନକ୍ଷମ l ବୟସ ଆସି ତେତିଶ ଛୁଇଁଲାଣି l ହେଲେ ଦୁର୍ଭାଗ୍ୟର ବିଷୟ, ଭିନ୍ନକ୍ଷମ ପ୍ରମାଣପତ୍ର ଥାଇ ମଧ୍ୟ ଚାଉଳ ପାଇବାରୁ ବଞ୍ଚିତ ହୋଇଛନ୍ତି ଅବିନାଶ l 

Advertisment
Tragic Story
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ