Advertisment

ମନ୍ତ୍ରୀଙ୍କ ଅଗୋଚରରେ ପିଏସ୍ ଦୀପ୍ତିରଂଜନଙ୍କ ବଦଳି କରାଯାଇଥିବା ଚର୍ଚ୍ଚା

ସଂସଦୀୟ ବ୍ୟାପାର ଏବଂ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖଙ୍କ ପ୍ରାଇଭେଟ୍ ସେକ୍ରେଟାରୀ ଦୀପ୍ତିରଂଜନ ବେହେରାଙ୍କ ଅଚାନକ୍ ବଦଳିକୁ ନେଇ ପାଓ୍ୱାର କରିଡର୍‌ରେ ଜୋରଦାର୍ ଚର୍ଚ୍ଚା। ପ୍ରଭାବଶାଳୀ ମନ୍ତ୍ରୀ ବିକ୍ରମ ଆରୁଖଙ୍କ ବ୍ୟକ୍ତିଗତ ସଚିବ ଦୀପ୍ତିରଂଜନଙ୍କୁ କାହିଁକି ଅତର୍କିତ ଭାବେ କୋରାପୁଟ୍‌କୁ ବଦଳି କରାଗଲା ତାକୁ ନେଇ ଭିନ୍ନ ଭିନ୍ନ ଚର୍ଚ୍ଚା ହେଉଛି। କିଛି ଦିନ ତଳେ ପାରଳାଖେମୁଣ୍ଡିର ACF ସୌମ୍ୟରଂଜନ ମହାପାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ ମାମଲାରେ ତାଙ୍କ ସଂପର୍କୀୟ ଭାଇ ପରୋକ୍ଷରେ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖଙ୍କ ଆଡ଼କୁ ଅଙ୍ଗୁଳି ଉଠାଇବା, ଏ ସଂପର୍କରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠକୁ ଆସି ସ୍ମାରକ ପତ୍ର ଦେବା ଏବଂ ଏସବୁ ଭିତରେ ମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବଙ୍କ ଅତର୍କିତ ବଦଳି, ଏହା ଭିତରେ କୌଣସି ଲିଙ୍କ୍ ନାହିଁ ତ?

Paralakhemundi Paralakhemundi ACF Death Odisha
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ