Advertisment

ପୁଣି ଚର୍ଚ୍ଚାରେ ନଗଡା,ଟେଣ୍ଡର ନାଁରେ ଲକ୍ଷଲକ୍ଷ ଟଙ୍କାର ସ୍କାମ ଅଭିଯୋଗ

ପୁଣି ଚର୍ଚ୍ଚାରେ ନଗଡା । ଏଥର କିନ୍ତୁ ଅପପୁଷ୍ଟି ପାଇଁ ନୁହେଁ, ବରଂ ଦୁର୍ନୀତି ପାଇଁ। ଟେଣ୍ଡର ନାଁରେ ଲକ୍ଷଲକ୍ଷ ଟଙ୍କାର ସ୍କାମ ଅଭିଯୋଗ ଏବେ ନଗଡାରେ। ଡିଏମଏଫ ଫଣ୍ଡର ଦୂରୁପଯୋଗ କରାଯାଇ ରାସ୍ତା, ଡ୍ରେନ ଏବଂ ଅନ୍ୟାନ୍ୟ ଉନ୍ନୟନ କାର୍ଯ୍ୟ ନାଁରେ ଲକ୍ଷଲକ୍ଷ ଟଙ୍କା ହଡ଼ପ କରାଯାଇଥିବାର ଅଭିଯୋଗ ହୋଇଛି । ଆଉ ପାହାଡି ଇଲାକାରେ ଏହିସବୁ କାମର ତଦାରଖ କରିବାକୁ କେହି ନ ଥିବାରୁ ହରିଲୁଟର ସୁରାକ ମଧ୍ୟ କେହି ପାଇପାରୁନାହାନ୍ତି । ତେବେ ଅଭିଯୋଗ ପାଇବା ପରେ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ଜିଲ୍ଲା ପ୍ରଶାସନ।

Jajpur Nagada Development Works Reviewed Odisha
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ