PM Modi Congratulates
Advertisment
ଟୋକିଓ ଅଲିମ୍ପିକ୍ସରେ ଭାରତୀୟ ହକି ଦଳ ବ୍ରୋଞ୍ଜ ପଦକ ହାସଲ କରିଛି । ଏଥିପାଇଁ ସାରା ଭାରତରେ ଉତ୍ସବର ମାହୋଲ । ଭାରତୀୟ ପୁରୁଷ ହକି ଟିମ୍ର ଏହି ସଫଳତା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁଭେଚ୍ଛା ଜଣାଇଛନ୍ତି । ସେ ଟିମ୍ ଇଣ୍ଡିଆର କ୍ୟାପଟେନ୍ ମନପ୍ରୀତ, ମୁଖ୍ୟ କୋଚ୍ ଗ୍ରାହାମ୍ ରିଡ୍ ଓ ସହକାରୀ କୋଚ୍ ପୀୟୂଷ ଦୁବେଙ୍କ ସହ କଥା ହୋଇଛନ୍ତି । ଟିମ୍ ଇତିହାସ ରଚିଥିବାରୁ ପ୍ରଧାନମନ୍ତ୍ରୀ ଶୁଭେଚ୍ଛା ଜଣାଇଛନ୍ତି । ଅନ୍ୟ ଏକ କାର୍ଯ୍ୟକ୍ରମରେ ଯୋଗଦେବା ଅବସରରେ ପ୍ରଧାନମନ୍ତ୍ରୀ ଟିମ ଇଣ୍ଡିଆର ଏହି ବିଜୟକୁ ଐତିହାସିକ ବୋଲି କହିଛନ୍ତି ।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us