Thirdwave
କୋଭିଡ ସଂକ୍ରମଣ ନେଇ ୬ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ସହ ଆଲୋଚନା କରିଛନ୍ତି ପ୍ରଧାନମନ୍ତ୍ରୀ । ଓଡ଼ିଶା,କେରଳ,କର୍ଣ୍ଣାଟକ,ମହାରାଷ୍ଟ,ତାମିଲନାଡୁ ଓ ଆନ୍ଧ୍ରପ୍ରଦେଶରର ମୁଖ୍ୟମନ୍ତ୍ରୀମାନଙ୍କ ସହ ଭିଡିଓ କନଫରେନ୍ସିଂ ଜରିଆରେ କଥା ହେଲେ ପ୍ରଧାନମନ୍ତ୍ରୀ । ତୃତୀୟ ଲହରକୁ ରୋକିବାକୁ ହେଲେ କଡ଼ା ପଦକ୍ଷେପ ଜରୁରୀ ବୋଲି ମୋଦି କହିଛନ୍ତି ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)