୨୪ରେ ବାଇଡେନ ମୋଦି ସାକ୍ଷାତକାର।୫ ଦିନିଆ ଆମେରିକା ଗସ୍ତରେ ଯାଉଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ବାଇଡେନ୍‌ଙ୍କ ସହ ତାଙ୍କର ୨୪ ରେ ସାକ୍ଷାତକାର ହେବ୍।ଆଫଗାନ ସ୍ଥିତି, ଆତଙ୍କବାଦ, ଜଳବାୟୁ ପରିବର୍ତ୍ତନ ଆଦି ପ୍ରସଙ୍ଗ ବାଇଡେନ୍‌ଙ୍କ ସହ ଆଲୋଚନା କରିପାରନ୍ତି।