souyma murder case
ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ସହକାରୀ ବନ ସଂରକ୍ଷକ ସୌମ୍ୟରଞ୍ଜନ ମହାପାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ ମାମଲାରେ ତନାଘନା ଚାଲିଛି। ା ପାରଳାଖେମୁଣ୍ଡି ପୋଲିସ୍ ଓ ସାଇଣ୍ଟିଫିକ୍ ଟିମ୍ ଖୋଳତାଡ଼ ଆରମ୍ଭ କରିଥିବା ବେଳେ ସୌମ୍ୟରଞ୍ଜନଙ୍କ ଘରକୁ ଯାଇ ତଦନ୍ତ କରାଯିବ। ଘଟଣା ଦିନ କ’ଣ ସବୁ ହୋଇଥିଲା ? କିପରି ନିଆଁ ଲାଗିଲା ? ନିଆଁ ଲାଗିବା ବେଳେ ପତ୍ନୀ ବିଦ୍ୟାଭାରତୀ କେଉଁଠି ଥିଲେ ? ସେ ସବୁ ଦିଗକୁ ତଦନ୍ତ ପରିସରକୁ ନିଆଯିବ ବୋଲି ସୂଚନା ମିଳିଛି।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)