Advertisment

ବନ ସଂରକ୍ଷକ ସୌମ୍ୟରଞ୍ଜନଙ୍କ ମୃତ୍ୟୁ ମାମଲା:ଚାଲିଛି ତନାଘନା

ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ସହକାରୀ ବନ ସଂରକ୍ଷକ ସୌମ୍ୟରଞ୍ଜନ ମହାପାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ ମାମଲାରେ ତନାଘନା ଚାଲିଛି।

Advertisment

ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ସହକାରୀ ବନ ସଂରକ୍ଷକ ସୌମ୍ୟରଞ୍ଜନ ମହାପାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ ମାମଲାରେ ତନାଘନା ଚାଲିଛି। ା ପାରଳାଖେମୁଣ୍ଡି ପୋଲିସ୍ ଓ ସାଇଣ୍ଟିଫିକ୍ ଟିମ୍ ଖୋଳତାଡ଼ ଆରମ୍ଭ କରିଥିବା ବେଳେ ସୌମ୍ୟରଞ୍ଜନଙ୍କ ଘରକୁ ଯାଇ ତଦନ୍ତ କରାଯିବ। ଘଟଣା ଦିନ କ’ଣ ସବୁ ହୋଇଥିଲା ? କିପରି ନିଆଁ ଲାଗିଲା ? ନିଆଁ ଲାଗିବା ବେଳେ ପତ୍ନୀ ବିଦ୍ୟାଭାରତୀ କେଉଁଠି ଥିଲେ ? ସେ ସବୁ ଦିଗକୁ ତଦନ୍ତ ପରିସରକୁ ନିଆଯିବ ବୋଲି ସୂଚନା ମିଳିଛି। 

Advertisment
Odisha Paralakhemundi Death
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ