ବିକାଶ ଏମାନଙ୍କ ପାଇଁ ଯେମିତି ସ୍ୱପ୍ନ ପାଲଟିଛି । ଲୋକେ ଏବେବି ବି ଜୀଉଁଛନ୍ତି କଣ୍ଟକିତ ଜୀବନ । କାରଣ ଗାଁରେ ନା ଅଛି ଭଲ ରାସ୍ତା ନା ପିଇବା ପାଣି ....ନା ବିଦ୍ୟୁତ୍ ସଂଯୋଗ । ରାସ୍ତାରେ ମୋରମ କିଛି ପଡ଼ିଥିବା ବେଳେ ବାଇକରେ ଯିବା ବି ସମ୍ଭବ ହେଉନାହିଁ । ସେପଟେ ନଳକୂପ ଅଛି ହେଲେ ବାହାରୁନି ପାଣି ।
Published By: Prangyan Parimita
Last updated: 09 October 2023, 10:18 AM IST
ଆଜି ସଂଗଠିତ ହେବ ଚଳିତ ବର୍ଷର ବିରଳ ପୂର୍ଣ୍ଣ ସୂର୍ଯ୍ୟୋପରାଗ । ଆମେରିକା, କାନାଡା, ମେକ୍ସିକୋର କେତେକ ଅଞ୍ଚଳରେ ଏହା ପୂର୍ଣ୍ଣ ଭାବରେ ଦୃଶ୍ୟମାନ ହେବ । ଏହାର ପାଖ ଅଞ୍ଚଳରେ ଆଂଶିକ ସୂର୍ଯ୍ୟୋପରାଗ ଦେଖାଯିବ ।