bhartuhari mahatab
ମୂର୍ତ୍ତି ଉଚ୍ଚତା ବିବାଦ ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଲେ କଟକ ସାଂସଦ ଭର୍ତ୍ତୃହରି ମହତାବ୍
ମୂର୍ତ୍ତି ଉଚ୍ଚତା ବିବାଦ ପ୍ରସଙ୍ଗରେ ସାଂସଦ ଭର୍ତ୍ତୃହରି ମହତାବଙ୍କ ପ୍ରତିକ୍ରିୟା। କହିଲେ ପୂଜା କମିଟି ଓ ଶାନ୍ତି କମିଟିର ନିଷ୍ପତ୍ତି ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଯାଇଛି। ମୂର୍ତ୍ତି ଉଚ୍ଚତା ସ୍ୱାଭାବିକ ଓ ପରଦା ନ ଢାଙ୍କି ପୂଜା ଅନୁମତି ପାଇଁ କୁହାଯାଇଛି।
bhartuhari mahatab
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)