Advertisment

ମୂର୍ତ୍ତି ଉଚ୍ଚତା ବିବାଦ ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଲେ କଟକ ସାଂସଦ ଭର୍ତ୍ତୃହରି ମହତାବ୍‌

ମୂର୍ତ୍ତି ଉଚ୍ଚତା ବିବାଦ ପ୍ରସଙ୍ଗରେ ସାଂସଦ ଭର୍ତ୍ତୃହରି ମହତାବଙ୍କ ପ୍ରତିକ୍ରିୟା। କହିଲେ ପୂଜା କମିଟି ଓ ଶାନ୍ତି କମିଟିର ନିଷ୍ପତ୍ତି ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଯାଇଛି। ମୂର୍ତ୍ତି ଉଚ୍ଚତା ସ୍ୱାଭାବିକ ଓ ପରଦା ନ ଢାଙ୍କି ପୂଜା ଅନୁମତି ପାଇଁ କୁହାଯାଇଛି।

ଅଦ୍ୟତନ ହୋଇଛି
Advertisment

ମୂର୍ତ୍ତି ଉଚ୍ଚତା ବିବାଦ ପ୍ରସଙ୍ଗରେ ସାଂସଦ ଭର୍ତ୍ତୃହରି ମହତାବଙ୍କ ପ୍ରତିକ୍ରିୟା। କହିଲେ ପୂଜା କମିଟି ଓ ଶାନ୍ତି କମିଟିର ନିଷ୍ପତ୍ତି ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଯାଇଛି। ମୂର୍ତ୍ତି ଉଚ୍ଚତା ସ୍ବାଭାବିକ ଓ ପରଦା ନ ଢାଙ୍କି ପୂଜା ଅନୁମତି ପାଇଁ କୁହାଯାଇଛି।

Advertisment
Odisha Cuttack
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ