""
ଏକ୍ସକ୍ଲୁସିଭ୍ Videos ଶ୍ରୀକ୍ଷେତ୍ରରେ ୪ ଶହ ସେବାୟତଙ୍କୁ ମିଳିବ ଘର ଶ୍ରୀକ୍ଷେତ୍ରରେ ଶ୍ରୀମନ୍ଦିର ସେବାୟତଙ୍କୁ ମିଳିବ ଘର। ପ୍ରଥମ ପର୍ଯ୍ୟାୟରେ ୪୦୦ ସେବାୟତଙ୍କୁ ୬ ଶହ ବର୍ଗଫୁଟ୍ ଲେଖାଏଁ ଜମି ଓ ଘର ତିଆରି ପାଇଁ ୨ ଲକ୍ଷ ଟଙ୍କା ଦିଆଯିବ। ନବଗଠିତ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ପରେ ଆଜି ଏଇ ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କ୍ରିଷନ କୁମାର। 26 Aug 2021 21:55 ISTSarbeswar Follow UsPuriAdvertisment Read More Odisha Puri