Puri Swargadwar Reopens
Advertisment
ଆଜିଠୁ ପୁରୀ ଜିଲ୍ଲା ବାହାରର ଲୋକେ ସ୍ୱର୍ଗଦ୍ୱାରରେ ଶବସତ୍କାର କରିପାରିବେ। କୋଭିଡ୍ ହୋଇନଥିବା ଶବର ସତ୍କାର ଏଣିକି ସ୍ୱର୍ଗଦ୍ୱାରରେ କରାଯାଇପାରିବ । ଏପ୍ରିଲ ମାସ ୨୫ତାରିଖରୁ ଯେଉଁ କଟକଣା ସ୍ୱର୍ଗଦ୍ୱାରରେ ଲାଗଥିଲା ସେହି କଟକଣା ଆଜିଠୁ କୋହଳ ହୋଇଛି। ଏପ୍ରିଲ ୨୫ ତାରିଖରୁ କେବଳ ପୁରୀ ଜିଲ୍ଲା ଭିତରର ଶବ କୋଭିଡ କଟକଣା ଭିତରେ ଦାହ କରାଯାଉଥିଲା। କିନ୍ତୁ ଏବେ କୋଭିଡ କଟକଣା ଏବଂ ଡାକ୍ତରଙ୍କ ସାର୍ଟିଫିକେଟ୍ଧା ଆରରେ ଶବ ସତ୍କାର ହେବ। ମାତ୍ର ୧୦ ଜଣ ସମ୍ପର୍କୀୟଙ୍କ ଉପସ୍ଥିତିରେ ଶବ ଦାହ କରିପାରିବେ। ଶନିବାର ଓ ରବିବାର ସଟଡାଉନ ସମୟରେ ମଧ୍ୟ ଶବଦାହ କରାଯାଇପାରିବ
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us