Advertisment

ଆଜି ହେରା ପଞ୍ଚମୀ:ମହାପ୍ରଭୁଙ୍କ ରଥ ଭାଙ୍ଗିବେ ମହାଲକ୍ଷ୍ମୀ

ଆଜି  ହେରା ପଞ୍ଚମୀ । ରଥଯାତ୍ରାରେ ମହାଲକ୍ଷ୍ମୀଙ୍କୁ ମହାପ୍ରଭୁ ଆଣିନଥିବାରୁ ଅଭିମାନିନୀ ମହାଲକ୍ଷ୍ମୀ, ଗୁଣ୍ଡିଚା ମନ୍ଦିରକୁ ଆସିବେ। ମହାଲକ୍ଷ୍ମୀଙ୍କ ନୀତିକାନ୍ତି ନନ୍ଦିଘୋଷ ରଥ ନିକଟରେ ବିଦ୍ୟାପତି ସେବାୟତଙ୍କ ଦ୍ୱାରା କରାଯାଇଥିଲା।

Advertisment

 ଆଜି  ହେରା ପଞ୍ଚମୀ । ରଥଯାତ୍ରାରେ ମହାଲକ୍ଷ୍ମୀଙ୍କୁ ମହାପ୍ରଭୁ ଆଣିନଥିବାରୁ ଅଭିମାନିନୀ ମହାଲକ୍ଷ୍ମୀ, ଗୁଣ୍ଡିଚା ମନ୍ଦିରକୁ ଆସିବେ।  ସିଂହଦ୍ୱାର ଦେଇ ମହାଲକ୍ଷ୍ମୀଙ୍କ ବିମାନ ଜୟ ବିଜୟ ଦ୍ୱାରରେ ପହଞ୍ଚିଲା ପରେ ମହାଲକ୍ଷ୍ମୀ ଓ ମହାପ୍ରଭୁଙ୍କ ଅପୂର୍ବ ମିଳିବ ଘଟିବ । ଏହା ପରେ ମହାପ୍ରଭୁଙ୍କ ଆଜ୍ଞାମାଳ ପ୍ରଦାନ କରାଯିବା ପରେ ପରେ ମହାଲକ୍ଷ୍ମୀ ନାକଚଣା ଦୁଆର ବାଟେ ପ୍ରସ୍ଥାନ କରିଥାନ୍ତି ।

Advertisment
Odisha Puri Ratha Jatra
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ