ଦଳରେ ପ୍ରଚଣ୍ଡ ଗୋଷ୍ଠୀ କନ୍ଦଳ ଭିତରେ ୨୪ ବେଳକୁ ବଦଳିଯିବନି ତ ରାଜନୈତିକ ଦୃଶ୍ୟପଟ୍ଟ ? ଏକଦା ଗଞ୍ଜାମ ଜିଲ୍ଲାକୁ ମନ୍ତ୍ରୀ ଭାବେ ପ୍ରତିନିଧିତ୍ୱ କରି ମୁଖ୍ୟମନ୍ତ୍ରୀଙ୍କ ଏକାନ୍ତ ଅନୁଗତ ଥିବା ବିଧାୟକ ପ୍ରଦୀପ ପାଣଗ୍ରାହୀଙ୍କ ଏଭଳି ମନ୍ତବ୍ୟ ଏବେ ରାଜନୈତିକ ମହଲରେ ସୃଷ୍ଟି କରିଛି ବିସ୍ଫୋରଣ।
Published By: Prangyan Parimita
Last updated: 17 May 2023, 09:25 PM IST
ତିନି ଦିନ ହେଲାଣି ଶ୍ରୀମନ୍ଦିରରେ ଅହେତୁକ ନୀତି ବିଳମ୍ବ, ଫଳରେ ଜଗା ଦର୍ଶନ ପାଇଁ ଆସୁଥିବା ଭକ୍ତ ଚରମ ଅସନ୍ତୋଷ ପ୍ରକାଶ କରୁଛନ୍ତି। ଏମିତିକି ରାତିରେ ଠାକୁରଙ୍କ ବଡ଼ସିଂହାର ବେଶ ବିଳମ୍ବ ହେଉଥିବାରୁ ଡେରି ପହୁଡ଼ ପାଇଁ ଠାକୁର ରାତି ଅନିଦ୍ରା ବି ହେଉଛନ୍ତି।