Advertisment

ରାଜଧାନୀରେ ଡ୍ରେନ୍‌ ପାଣିରେ ଭାସିଗଲେ ଛାତ୍ର

ରାଜଧାନୀରେ ଡ୍ରେନ୍‌ ପାଣିରେ ଭାସିଗଲେ ଛାତ୍ର। ଭୁବନେଶ୍ୱର ଶିରିପୁର ଶତାଦ୍ଦୀନଗର ବ୍ୟାଙ୍କ କଲୋନୀରେ ଜଣେ ୧୫ ବର୍ଷୀୟ ଛାତ୍ର ଡ୍ରେନ ପାଣିରେ ଭାସି ଯାଇ ନିଖୋଜ ହୋଇଯାଇଛନ୍ତି। ପ୍ରବଳ ବର୍ଷାରେ ଖୋଲା ଡ୍ରେନ୍‌ ପାଣିରେ ଛାତ୍ର ଜଣକ ଭାସି ଯାଇଛନ୍ତି।

Advertisment

 ରାଜଧାନୀରେ ଡ୍ରେନ୍‌ ପାଣିରେ ଭାସିଗଲେ ଛାତ୍ର। ଭୁବନେଶ୍ୱର ଶିରିପୁର ଶତାଦ୍ଦୀନଗର ବ୍ୟାଙ୍କ କଲୋନୀରେ ଜଣେ ୧୫ ବର୍ଷୀୟ ଛାତ୍ର ଡ୍ରେନ ପାଣିରେ ଭାସି ଯାଇ ନିଖୋଜ ହୋଇଯାଇଛନ୍ତି। ପ୍ରବଳ ବର୍ଷାରେ ଖୋଲା ଡ୍ରେନ୍‌ ପାଣିରେ ଛାତ୍ର ଜଣକ ଭାସି ଯାଇଛନ୍ତି। ଖବର ଲେଖାଯିବା ସୁଦ୍ଧା, ତାଙ୍କର କୌଣସି ପତ୍ତା ମିଳିପାରି ନାହିଁ। ନିଖୋଜ ଛାତ୍ର ହେଲେ ବରମୁଣ୍ଡା ପାଲାମଣ୍ଡପ ସାହିର ଜ୍ୟୋତି ପ୍ରକାଶ ବେହେରା। 

Advertisment
Odisha News Bhubaneswar Student Drowns
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ