Advertisment

ଆଜିଠୁ ଆରମ୍ଭ ହେଲା ନବମ ଶ୍ରେଣୀ କ୍ଲାସ୍‌

ଆଜିଠାରୁ ବିଦ୍ୟାଳୟରେ ନବମ ଶ୍ରେଣୀ କ୍ଲାସ୍‌ ଆରମ୍ଭ ହୋଇଛି। ସକାଳ ୯ଟାରୁ ଦିନ ସାଢ଼େ ୧୨ଟା ଯାଏ କ୍ଲାସ୍‌ରୁମ୍‌ରେ ପାଠ ପଢ଼ିବେ ଛାତ୍ରଛାତ୍ରୀ। ଛାତ୍ରଛାତ୍ରୀମାନେ ଅଭିଭାବକଙ୍କର ଅନୁମତି ପତ୍ର ନେଇ ସ୍କୁଲ ଆସିଥିବା ବେଳେ ପ୍ରବେଶ ସମୟରେ ଛାତ୍ରଛାତ୍ରୀଙ୍କର ଥର୍ମାଲ ସ୍କ୍ରିନିଂ କରାଯାଇଥିଲା। ଏହାପରେ ସେମାନଙ୍କୁ କ୍ଲାସ୍‌ ରୁମ୍‌ ଭିତରକୁ ଛଡ଼ା ଯାଇଥିଲା। ସାମାଜିକ ଦୂରତ୍ୱ ରକ୍ଷା କରି କ୍ଲାସ ରୁମରେ ସିଟିଂ ଆରେଞ୍ଜମେଣ୍ଟ ହୋଇଛି। ତେବେ ରବିବାର ଓ ଅନ୍ୟ ସରକାରୀ ଛୁଟି ଦିନରେ କ୍ଲାସ୍‌ ହେବ ନାହିଁ। କୋଭିଡ କଟକଣା ମଧ୍ୟରେ ପାଠପଢ଼ା ହେବ।

author-image
Pallipuspa Samal

Reopening Of Schools Bhubaneswar Odisha
Advertisment
Advertisment