Russian University
ଋଷିଆର ପର୍ମ ଷ୍ଟେଟ୍ ୟୁନିଭର୍ସିଟି(Perm State University)ରେ ଜଣେ ବନ୍ଧୁକଧାରୀର ଆଖୁବୁଜା ଗୁଳିମାଡ଼ରେ ୮ ଜଣ ଛାତ୍ରଙ୍କ ମୃତ୍ୟୁ ହୋଇଛି। ଏଥିରେ ୧୦ରୁ ଅଧିକ ଲୋକ ଆହତ ହୋଇଥିବା ଜଣାପଡ଼ିଛି। ଆହତଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଆକ୍ରମଣକାରୀର ନାଁ ତିମୁର ବେକ୍ମାଂସୁରୋଭ ବୋଲି ଜଣାପଡ଼ିଛି। ଆକ୍ରମଣ ପଛରେ ତାଙ୍କର ଉଦ୍ଦେଶ୍ୟ କ’ଣ ଥିଲା, ତାହା ବର୍ତ୍ତମାନ ସ୍ପଷ୍ଟ ହୋଇନି।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)