ଚର୍ଚ୍ଚାରେ ହୋତା ସାର୍ଙ୍କ ସଂଗ୍ରହାଳୟ। ବର୍ଷେ କି ଦୁଇବର୍ଷ ନୁହେଁ ବରଂ ୬୦ ବର୍ଷ ହେଲାଣି ବହି, ପେପର୍ ଏବଂ ପୋଥିକୁ ସାଇତି ରଖୁଛନ୍ତି ସାର୍। ଦୁଇ ମହଲା ଘରେ ଯୁଆଡେ ଦେଖିବ ଖାଲି ବହି ଆଉ ବହି..ତଥ୍ୟ ପାଇଁ ଦୁଆରେ ଲାଗିଲାଣି ଲମ୍ବା ଲାଇନ୍
Published: Prangyan Parimita
Last updated: 09 November 2022, 07:31 AM IST
ପଦ୍ମପୁର ପାଇଁ ଆରମ୍ଭ ହେଲାଣି କସରତ । ନେତାଙ୍କୁ ବଣ୍ଟାଗଲାଣି ଦାୟିତ୍ୱ । ଧାମନଗର ଜୋସ୍ରେ ପଦ୍ମପୁରରେ ବି ପଦ୍ମ ଫୁଟାଇବା ପାଇଁ ବିଜେପିର ଲକ୍ଷ୍ୟ । ଏପଟେ ଧାମନଗର ଧକ୍କାର ବଦଲା ପଦ୍ମପୁରରେ ନେବାକୁ ରଣନୀତି ପ୍ରସ୍ତୁତ କରିଛି ବିଜେଡି ।