Spoecial Story | Ganesh Chaturthi : Significance, Importance And All Other Things You Need To Know
ବିଘ୍ନ ବିନାଶକ ପ୍ରଭୁ ଶ୍ରୀଗଣେଶ। ଶାସ୍ତ୍ରରେ କୁହାଯାଏ ପ୍ରତ୍ୟେକ ମାଙ୍ଗଳିକ କାର୍ଯ୍ୟରେ ପ୍ରଥମେ ଗଣେଷ ମହାପ୍ରଭୁଙ୍କୁ ଆବାହନ କରାଯାଏ। ତାଙ୍କୁ ପୂଜା କରିବା ପରେ ହିଁ ଅନ୍ୟ ଦେବା ଓ ଦେବୀଙ୍କୁ ଆବାହନ କରିବାର ପରମ୍ପରା ରହିଛି। ତେବେ ଗଣେଷଙ୍କର ୮ ଟି ରୂପ ରହିଥିବା ଶାସ୍ତ୍ରରେ କୁହାଯାଏ। ଆଉ ବିଭିନ୍ନ ରୂପରେ ଠାକୁରଙ୍କୁ ପୂଜା କରିବା ଦ୍ୱାରା ଜୀବନର ପ୍ରତ୍ୟେକ ସମସ୍ୟାର ସମାଧାନ ହୁଏ ବୋଲି ବିଶ୍ୱାସ ରହିଛି। ଅଷ୍ଟବିନାୟକ ରୂପରେ ସିଦ୍ଧ ବିନାୟକ ସବୁଠାରୁ ଶୁଭ ବୋଲି ବିବେଚନା କରାଯାଏ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)