୭ ଜଣିଆ ଡାକ୍ତରୀ ଟିମ୍ ଦ୍ୱାରା ହୋଇଥିବା ତଦନ୍ତ ରିପୋର୍ଟ ଦିଆଯାଇଛି ୬ ତାରିଖରେ ଦୁଷ୍ମନ୍ତଙ୍କୁ ତାଙ୍କ ଇଚ୍ଛାରେ ଡିସଚାର୍ଜ ରେଫର କରାଯାଇଥିଲା। ଚିକିତ୍ସା ଅବହେଳା ଅଭିଯୋଗକୁ ରିପୋର୍ଟରେ ସମ୍ପୂର୍ଣ୍ଣ ଭାବେ ଖଣ୍ଡନ
Published: Prangyan Parimita
Last updated: 10 September 2021, 11:00 AM IST
ଆଜି BRICS ସମ୍ମିଳନୀ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବୈଠକ। ଭିଡିଓ କନଫରେନ୍ସିଂ ମାଧ୍ୟମରେ ସମ୍ବୋଧନ କରିବେ ମୋଦି। ଭାରତ ସମେତ ବ୍ରାଜିଲ୍,ଋଷିଆ,ଚୀନ୍,ସାଉଥ ଆଫ୍ରିକା ରାଷ୍ଟ୍ର ସମୂହକୁ ନେଇ ବ୍ରିକ୍ସ ବୈଠକ ତୃତୀୟ ଥର ପାଇଁ ଭାରତରେ ଆୟୋଜିତ ହେଉଛି।