Third Wave Warning
ମାଡି ଆସୁଥିବା କରୋନା ମହାମାରୀର ତୃତୀୟ ଲହରୀ ପ୍ରତି ସଚେତନ କଲେ ରାଜ୍ୟ ସରକାର। ସମସ୍ତ ଜିଲ୍ଲାପାଳ ଓ ଉପଜିଲ୍ଲାପାଳଙ୍କୁ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ଅଧିକାରୀଙ୍କ ତରଫରୁ ଚିଠି। ୨୦୨୨ ମାର୍ଚ୍ଚ ପର୍ଯ୍ୟନ୍ତ ପ୍ରସ୍ତୁତ ରହିବାକୁ ସୂଚନା। ଓଡିଶାରେ ଦୈନିକ ସଂକ୍ରମଣ ୧୯ ହଜାର ଛୁଇଁ ପାରେ ବୋଲି ଅନୁମାନ କରୁଛନ୍ତି ରାଜ୍ୟ ସରକାର।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)