Advertisment

କୂଳ ଖାଉଛି ସମୁଦ୍ର, ବିପଦରେ ସିଆଳି ବେଳାଭୂମି

କୂଳ ଖାଉଛି ସମୁଦ୍ର, ବିପଦରେ ସିଆଳି ବେଳାଭୂମି। ଏରସମା ବ୍ଲକରେ ଥିବା ପର୍ଯ୍ୟଟନ ସ୍ଥଳ ସିଆଳି ବେଳାଭୂମିରେ କୂଳ ଖାଉଛି ସମୁଦ୍ର। ପ୍ରାୟ ୨୦୦ ମିଟର ମାଡି ଆସିଛି। ଭିଉ ଟାଓ୍ୱାର ସୁରକ୍ଷା ପାଇଁ ନିର୍ମୀତ ସିମେଣ୍ଟ ଚଟାଣର କିଛି ଅଂଶ ଭୁଶୁଡ଼ି ଗଲାଣି।

author-image
Sarbeswar
ଅଦ୍ୟତନ ହୋଇଛି

କୂଳ ଖାଉଛି ସମୁଦ୍ର, ବିପଦରେ ସିଆଳି ବେଳାଭୂମି। ଏରସମା ବ୍ଲକରେ ଥିବା ପର୍ଯ୍ୟଟନ ସ୍ଥଳ ସିଆଳି ବେଳାଭୂମିରେ କୂଳ ଖାଉଛି ସମୁଦ୍ର। ପ୍ରାୟ ୨୦୦ ମିଟର ମାଡି ଆସିଛି। ଭିଉ ଟାଓ୍ୱାର ସୁରକ୍ଷା ପାଇଁ ନିର୍ମୀତ ସିମେଣ୍ଟ ଚଟାଣର କିଛି ଅଂଶ ଭୁଶୁଡ଼ି ଗଲାଣି। ୨୦୧୬ ରେ ଶିଆଳି ପର୍ଯ୍ୟଟନ ସ୍ଥଳିର ମାନ୍ୟତା ମଧ୍ୟ ପାଇଥିଲା। ତେଣୁ ସରକାର ଏ ନେଇ କଣ ପଦକ୍ଷେପ ନେଉଛନ୍ତି,ଦେଖିବାକୁ ରହିଲା।

Advertisment
Odisha Jagatsinghpur Siali Beach
Advertisment
Advertisment