Indian Men's Hockey Team
ଟୋକିଓ ଅଲିମ୍ପିକ୍ସରେ ଭାରତ-ବେଲଜିୟମ ମଧ୍ୟରେ ଚାଲିଥିବା ଟକ୍କରରେ ଭାରତ ପରାସ୍ତ ହୋଇଛି। ବେଲଜିୟମ ଠାରୁ ୫-୨ ଗୋଲ୍ରେ ହାରିଲା ଭାରତ।ଭାରତକୁ ହରାଇ ଫାଇନାଲରେ ବେଲଜିୟମ ପହଞ୍ଚିଛି। ଏହି ମ୍ୟାଚରେ ପ୍ରତି ମୁହୂର୍ତ୍ତରେ ଖେଳର ମୋଡ ବଦଳିଥିଲା। ପ୍ରଥମ କ୍ୱାର୍ଟରରେ ଟିମ୍ ଇଣ୍ଡିଆ ପ୍ରଭାବ ବିସ୍ତାର କରି ଖେଳିଥିଲା। ଏଥିରେ ମନଦୀପ ସିଂ ଓ ହରମନପ୍ରୀତ ଗୋଟିଏ ଲେଖାଏଁ ଗୋଲ ଦେଇଥିଲେ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)