UGC
ଦେଶର କୋଭିଡ୍ ସ୍ଥିତିକୁ ଦେଖି ପରୀକ୍ଷା ଓ ନାମଲେଖା ନେଇ ୟୁଜିସ ପକ୍ଷରୁ ଗାଇଡଲାଇନ୍ ଜାରି ହୋଇଛି। ୨୦୨୧-୨୨ ଶିକ୍ଷାବର୍ଷ ପାଇଁ ପ୍ରଥମ ବର୍ଷର ନାମଲେଖା ସେପ୍ଟେମ୍ବର ୩୦ ସୁଦ୍ଧା ସାରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଅକ୍ଟୋବର ପହିଲାରୁ ପାଠପଢା ଆରମ୍ଭ କରିବାକୁ ଗାଇଡଲାଇନ ରହିଛି।ଏ ସମ୍ପର୍କରେ ସବୁ ବିଶ୍ୱବିଦ୍ୟାଳୟ ଓ କଲେଜକୁ ନିର୍ଦ୍ଦେଶ ଦିଆଯାଇଛି।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)