Advertisment

ଅକ୍ଟୋବର ପହିଲାରୁ ପାଠପଢା

ଦେଶର କୋଭିଡ୍ ସ୍ଥିତିକୁ ଦେଖି ପରୀକ୍ଷା ଓ ନାମଲେଖା ନେଇ ୟୁଜିସ ପକ୍ଷରୁ ଗାଇଡଲାଇନ୍ ଜାରି ହୋଇଛି। ୨୦୨୧-୨୨ ଶିକ୍ଷାବର୍ଷ ପାଇଁ ପ୍ରଥମ ବର୍ଷର ନାମଲେଖା ସେପ୍ଟେମ୍ବର ୩୦ ସୁଦ୍ଧା ସାରିବାକୁ ନିର୍ଦ୍ଦେଶ ଦିଆଯାଇଛି।

ଅଦ୍ୟତନ ହୋଇଛି
Advertisment

ଦେଶର କୋଭିଡ୍ ସ୍ଥିତିକୁ ଦେଖି ପରୀକ୍ଷା ଓ ନାମଲେଖା ନେଇ ୟୁଜିସ ପକ୍ଷରୁ ଗାଇଡଲାଇନ୍ ଜାରି ହୋଇଛି।  ୨୦୨୧-୨୨ ଶିକ୍ଷାବର୍ଷ ପାଇଁ ପ୍ରଥମ ବର୍ଷର ନାମଲେଖା ସେପ୍ଟେମ୍ବର ୩୦ ସୁଦ୍ଧା ସାରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଅକ୍ଟୋବର ପହିଲାରୁ ପାଠପଢା ଆରମ୍ଭ କରିବାକୁ ଗାଇଡଲାଇନ ରହିଛି।ଏ ସମ୍ପର୍କରେ ସବୁ ବିଶ୍ୱବିଦ୍ୟାଳୟ ଓ କଲେଜକୁ ନିର୍ଦ୍ଦେଶ ଦିଆଯାଇଛି।  

Advertisment
Odisha India UGC
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ